କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ ପତ୍ର ହଲିଲେ ସଙ୍ଗେ ସଙ୍ଗେ ବିଦ୍ୟୁତ୍ କାଟ୍ କରାଯାଉଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗତ ୧୭ ତାରିଖ ଦିନ ଅପରାହ୍ନ ୩ଟା ସମୟରେ ବର୍ଷା ପବନ ଆସିବାରୁ କଣାସ ଅଞ୍ଚଳରୁ ବିଦ୍ୟୁତ୍ କାଟ ହୋଇଥିଲା। ତେବେ ୨୫ଘଣ୍ଟା ଧରି ବିଚ୍ଛିନ୍ନ ହେବାପରେ ୧୮ତାରିଖ ଅପରାହ୍ନ ୪ଟା ସମୟରେ ବିଦ୍ୟୁତ୍ ସଂଯୋଗ ଦିଆଯାଇଥିଲା। ଏହି ସମ୍ପର୍କରେ କଣାସ ସେସୁ କନିଷ୍ଠଯନ୍ତ୍ରୀ ସରୋଜ କୁମାର ବୋହେରାଙ୍କ ସହିତ ଟେଲିଫୋନ ଯୋଗେ ବାରମ୍ବାର ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା। ବିଦ୍ୟୁତ୍ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା କର୍ମଚାରୀଙ୍କୁ ଏ ସମ୍ପର୍କରେ ପଚାରିବାରୁ ଖୋର୍ଦ୍ଧାରୁ ବିଦ୍ୟୁତ୍ କାଟ ହେଉଥିବା କହିଥିଲେ।
୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ
କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…
ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର
ଭୁବନେଶ୍ୱର,୬ା୯(ସୁନିତ୍ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍ଦାର…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’
ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…
ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…
‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’
ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…
ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ
ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍ ପାଇଁ ଗର୍ଜିଲେ ରାଜ୍ୟର ହଜାର…
ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…
ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍ପିଏଫ୍) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…
Archives

