ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ, ଜୟସେନ ଗୌଡ଼, ବି. କେଶବ ପ୍ରଧାନ ପ୍ରମୁଖ ବକେୟା ବିଦ୍ୟୁତ ବିଲ୍‌ ଆଦାୟ କରୁଥିଲେ। ଯେଉଁମାନେ ବକେୟା ବିଲ୍‌ ଦେଉ ନ ଥିଲେ ସେମାନଙ୍କ ସଂଯୋଗ ବିଚ୍ଛିନ୍ନ କରାଯାଉଥିଲା। ଏହି ସମୟରେ ଉକ୍ତ ଗ୍ରାମର ୨ଜଣ ବ୍ୟକ୍ତି କାଠ ଫାଳିଆରେ ଉକ୍ତ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। କର୍ମଚାରୀମାନେ ଆହତ ହୋଇ ରମ୍ଭା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆକ୍ରମଣ କରିଥିବା ଅଭିଯୁକ୍ତ ଦ୍ୱୟ ବେଆଇନ ଭାବେ ହୁକ୍‌ ପକାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ରମ୍ଭା ସାଉଥ୍‌କୋ ଏସ୍‌ଡିଓ ଗୋପାଳ କୃଷ୍ଣ ପ୍ରଧାନ ଗୁରୁବାର ଖଲ୍ଲିକୋଟ ଥାନାରେ ଏତଲା ଦେଇଛନ୍ତି। ନଂ.୮୧/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri