ବିଦ୍ୟୁତ୍‌ ସଂଯୋଗ ନ ଥାଇ ଆସିଲା ବିଲ୍‌

କେନ୍ଦ୍ରାପଡା ଅଫିସ, ୯ା୯- କେନ୍ଦ୍ରାପଡା ବ୍ଲକ ଘିଘିଡିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି ।ଅଦ୍ୟାବଧି ଏହି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆ ଯାଇ ନ ଥିବା ବେଳେ ସେମାନଙ୍କ ନିକଟକୁ ଜୁଲାଇ ମାସରେ ୧୫୧ ଟଙ୍କା ଲେଖାଏଁ ବିଲ୍‌ ଆସିଛି। ଏନେଇ ହିତାଧିକାରୀମାନେ ଅସନ୍ତୋଷବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ଘିଘିଡିଆ ଗ୍ରାମର ହିତାଧିକାରୀ ମଧୁସୂଦନ ଦାସ କୁହନ୍ତି, ଗତ ୨ ମାସ ପୂର୍ବେ ହିତାଧିକାରୀଙ୍କ ଘରେ ସୌଭାଗ୍ୟ ଯୋଜନାରେ ମିଟର ଓ ଅନ୍ୟାନ୍ୟ ବିଦ୍ୟୁତ ଉପକରଣ ଲଗାଯାଇଛି। ତେବେ ଅଦ୍ୟାବଧି କୌଣସି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇନାହିଁ। ଏସମ୍ପର୍କରେ ଏନ୍‌ଜେନ ପରିଚାଳକ ଶ୍ରୀକାନ୍ତ ପଣ୍ଡା କୁହନ୍ତି, ମିଟର ଲାଗିଥିବାରୁ ଏହି ନମ୍ବରରେ ବିଲ ଆସିଛି। ତେବେ ବିଦ୍ୟୁତ ସଂଯୋଗ ଦିଆ ଯାଇ ନ ଥିବାରୁ ଦେୟ ଅର୍ଥ ଆଦାୟ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri