ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦ ମୃତ

ଚିକିଟି,୩୦ା୬(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ସୋରଳ ପଞ୍ଚାୟତ କଇଠା ଗ୍ରାମରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି ା ଗ୍ରାମ ମଝିରେ ଥିବା ଗୁହାଳକୁ ପ୍ରବେଶ କରିବା ପୂର୍ବରୁ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦଙ୍କ ମୃତ୍ୟୁ ଘଟିଛି। ବଳଦ ମାଲିକ ରୁପାଙ୍ଗ ବେହେରାଙ୍କୁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଉକ୍ତ ଗ୍ରାମ ମଝିରେ ବସାଯାଇଥିବା ଏକ ଟ୍ରାନ୍ସଫର୍ମର ମୁକୁଳା ପଡିଛି ା ବର୍ଷା ଯୋଗୁ ଏହାର ଆର୍ଥତ୍ଙ୍ଗ ତାରରେ ବିଦ୍ୟୁତ୍‌ ପ୍ରବାହିତ ହେଉଥିଲା। ଚାଷ କାଯର୍‌ୟପରେ ବଳଦ ଦୁଇଟି ଗୁହାଳକୁ ଫେରୁଥିବାବେଳେ ଏହି ଅଘଟଣ ଘଟିଥିଲା। ଟ୍ରାନ୍ସଫର୍ମର ଚାରିପଟେ ବାଡ ଦିଆଯାଇ ନ ଥିବାରୁ ପ୍ରତି ମୂହୁର୍ତ୍ତରେ ବିପଦ ଆଶଙ୍କା ରହିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।
(((((ଫଟୋ-ବିଏମ-୩୦-୪-ମୃତ ଦୁଇ ବଳଦ


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri