ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ପ୍ରାୟ ୩ଟାରେ ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯାଇଥିଲା। ଏଥିରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କ୍ରୀଷ୍ଣା ବେହେରା(୧୩)। ଗୁରୁତରଙ୍କୁ ପ୍ରଥମେ ଫୁଲବାଣୀ ଓ ପରେ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri