Posted inଜାତୀୟ

ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର, ହରିୟାଣାରେ ମତଦାନ ଆରମ୍ଭ

ମୁମ୍ବାଇ/ଚଣ୍ଡିଗଡ଼,୨୧ା୧୦: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ଓ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ କରାଯାଉଛି। ମହାରାଷ୍ଟ୍ରରେ ୨୩୫ ମହିଳାଙ୍କ ସମେତ ୩୨୩୭ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ମୋଟ ୮ କୋଟି ୯୮ ଲକ୍ଷ ୩୯ ହଜାର ୬୦୦ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏଥି ପାଇଁ ୯୬,୬୬୧ ଭୋଟଗ୍ରହଣ କେନ୍ଦ୍ରରେ ୬.୫ ଲକ୍ଷ ପୋଲିଂ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ହରିୟାଣାରେ ୧୦୫ ମହିଳାଙ୍କ ସମେତ ୧୧୬୯ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ୧.୮୩ କୋଟି ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୮୫ ଲକ୍ଷରୁ ଅଧିକ ମହିଳା ଭୋଟର ଓ ୨୫୨ ଜଣ କିନ୍ନର ରହିଛନ୍ତି। ମତଦାନ ଲାଗି ୧୯,୫୭୮ ବୁଥ୍‌ରେ ଭୋଟ ଗ୍ରହଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri