Posted inରାଜ୍ୟ

ବିଧାନସଭା ଷ୍ଟାଣ୍ଡିଂ କମିଟି ସଭ୍ୟ ହେଲେ ବିଧାୟିକା

ବରୀ,୪ା୭(ସ୍ବ.ପ୍ର.)- ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ବୁଧବାର ବିଧାନସଭା ଷ୍ଟାଣ୍ଡିଂ କମିଟି ଦାୟିତ୍ୱ ମିଳିଛି। ଏ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବରୀରେ ଉତ୍ସାହ ଦେଖାଦେଇଛି। ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା କ୍ରୀଡ଼ା ଯୁବ ବ୍ୟାପାର ତଥା ପ୍ରଯୁକ୍ତି ବିଦ୍ୟା ଷ୍ଟାଣ୍ଡିଂ କମିଟିର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି। ସଚିବଦାଳୟ ପତ୍ର ସଂଖ୍ୟା ୪୩୪୩ (୧୨), ୦୨ା୭ରେ ଏହି ନିଯୁକ୍ତି ମିଳିଥିବା ଜଣାପଡ଼ିଛି। ବରିଷ୍ଠ ନେତା ଭୂପିନ୍ଦର ସିଂ ଏହି କମିଟିର ଅଧ୍ୟକ୍ଷ ରହିଛନ୍ତି। ବିଧାୟିକା ସୁନନ୍ଦା ଏହି କମିଟିର ସଦସ୍ୟ ହୋଇଥିବାରୁ ବରୀ ଅଞ୍ଚଳର ବୁଦ୍ଧିଜୀବୀ, ମହିଳା, ଶିକ୍ଷାବିତ୍‌, ଶିକ୍ଷକ ସଙ୍ଗଠନ, ସ୍ବେଚ୍ଛା ସେବୀ ସଙ୍ଗଠନ, ବରୀ ପ୍ରେସ୍‌ କ୍ଲବ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଆଗାମୀ ଦିନରେ ବରୀରେ ଶିକ୍ଷା ଓ ଶୈକ୍ଷିକ ବାତାବରଣ ଉପରେ ବିଧାୟିକା ଦାସ ଗୁରୁତ୍ୱ ଦେବେ ବୋଲି ପ୍ରେସ୍‌ ବିବୃତିରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri