ବିଧାନସଭାରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବିକଲେ ନରସିଂହ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିବୃତି ଦାବି କରିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ବିବୃତି ଦିଅନ୍ତୁ ବୋଲି ମିଶ୍ର କହିଛନ୍ତି।
ଓକିଲ ଆନ୍ଦୋଳନକୁ ନେଇ ଗୃହରେ ନରସିଂହ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି ଯେ, ଓକିଲଙ୍କ ଆନ୍ଦୋଳନ ଯୋଗୁ ବିଭିନ୍ନ କୋର୍ଟରୁ ଲୋକେ ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି। ଆନ୍ଦୋଳନକୁ ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ଏ ନେଇ ସରକାରଙ୍କ ନିଦ ଭାଙ୍ଗୁ ନାହିଁ। ଫଳରେ ରାଜ୍ୟରେ ଏବେ ସାମ୍ବିଧାନିକ ସଙ୍କଟ ଦେଖାଦେଇଛି। ଏହି ଘଟଣା ଉପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ବିବୃତି ରଖନ୍ତୁ ବୋଲି ମିଶ୍ର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri