ବିଧାୟକଙ୍କ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

କୁଆମରା,୨୮ା୪(ଡି.ଏନ୍‌.ଏ.)- ୩ ଦିନ ତଳେ କାଳ ବୈଶାଖୀ ତାଣ୍ଡବରେ ଗୋପବନ୍ଧୁ ନଗର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୁଆମରା ବଜାରର କେତେକ ଦୋକାନ ଛପର ଉଡ଼ି ଯାଇଥିବା ବେଳେ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଓ କୁଆମରା ସାରସ୍ବତ କନିଷ୍ଠ ମହାବିଦ୍ୟାଳୟର ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର ଉଦଳା ବିଧାୟକ ଭାସ୍କର ଚନ୍ଦ୍ର ମଢେଇ କ୍ଷତିଗ୍ରସ୍ତ ପରିଦର୍ଶନ କରି ଫେରିବା ସହ କ୍ଷୟକ୍ଷତିର ଆକଳନ କରିଛନ୍ତି। ତାଙ୍କ ସହ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିହାର ରଞ୍ଜନ ମୋଦୀ, ଜିଲା ପରିଷଦ ସଦସ୍ୟ ନରେନ୍ଦ୍ର ପାତ୍ର, ମଣ୍ଡଳ ସଭାପତି ଶାନ୍ତନୁ କୁମାର ମଢୁଆଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri