ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି।
ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ ଅଫିସରେ ଅଭିଯୁକ୍ତଦ୍ୱୟ ନିଆଁ ଲଗାଇ ଦେଇଥିଲେ। ଏଥିରେ ବିଧାୟକଙ୍କ ଗାଡ଼ି ସହ ବିଜୁ ଯୁବ ବାହିନୀର ଆମ୍ବୁଲାନ୍ସରେ ମଧ୍ୟ ନିଆଁ ଲାଗି ଯାଇଥିଲା। ବିଧାୟକଙ୍କ ଗାଡ଼ିଟି ସମ୍ପୂର୍ଣ୍ଣ ଓ ଆମ୍ବୁଲାନ୍ସଟି ଆଂଶିକ ପୋଡ଼ି ଯାଇଥିଲା। ଏ ନେଇ ବିକ୍ରମପୁର ଥାନାରେ ୧୪୨/୧୯ରେ ମକଦ୍ଦମା ରୁଜୁ କରାଯାଇ ଏକ ସ୍ବତନ୍ତ୍ର ଟିମ୍‌ ଏହାର ତଦନ୍ତ ଓ ଅନୁସନ୍ଧାନ ଜାରି ରଖିଥିଲା। ତେବେ ଶନିବାର ରାତିରେ ପୋଲିସ ତାଳଚେର ଅଞ୍ଚଳରୁ ଉଭୟଙ୍କୁ ଗିରଫ କରିଥିବା ବେଳେ ରବିବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri