Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ଉଗ୍ରବାଦୀଙ୍କ ପକ୍ଷରୁ ବିସ୍ଫୋରଣ: ବିଧାୟକଙ୍କ ସମେତ ୧୧ ମୃତ

ଇଟ୍ଟାନଗର, ୨୧।୫: ଅରୁଣାଚଳ ପ୍ରଦେଶର ବିଧାୟକ ତିରୋଙ୍ଗ ଅବୋଙ୍କ ରାଲିରେ ଭୟାନକ ବିସ୍ଫୋରଣ ଘଟିଛି। ଏଥିରେ ବିଧାୟକଙ୍କ ସମେତ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତରୁ ଏହା ଆତଙ୍କବାଦୀ ଆକ୍ରମଣ ହୋଇଥାଇପାରେ ବୋଲି ପୋଲିସ ଅନୁମାନ କରୁଛି। ସୂଚନାଯୋଗ୍ୟ, ନ୍ୟାଶନାଲ୍‌ ପିପୁଲ୍ସ ପାର୍ଟିର ବିଧାୟକ ଥିବା ତିରୋଙ୍ଗ ତିରାପ ଜିଲାରେ ଏକ ରାଲିରେ ଯୋଗଦେଇଥିଲାବେଳେ ଏଭଳି ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ…

ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା…

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri