ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି ଫୁଲକେସିନୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପ, ସୁନାମ୍ବ ସାହି ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପ ଓ ଗୋଷ୍ଠୀ କେନ୍ଦ୍ର, ସୁନାମ୍ବ ବ୍ରାହ୍ମଣ ସାହି ଜଗନ୍ନାଥ ମନ୍ଦିର କଲ୍ୟାଣ ମଣ୍ଡପ, ନୃସିଂହ ମନ୍ଦିର କଲ୍ୟାଣ ମଣ୍ଡପ, ସୁନାମ୍ବ ଦଳିତ ସାହି ଗୋଷ୍ଠୀକେନ୍ଦ୍ର, ଠାକୁରାଣୀ ମନ୍ଦିର ଗୋଷ୍ଠୀ କେନ୍ଦ୍ର ଓ ଶନି ମନ୍ଦିର ପରିସରରେ ଏକ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟିତ ହୋଇଛି। କାର୍ଯ୍ୟକ୍ରମରେ ଏନଏସି କନିଷ୍ଠ ଯନ୍ତ୍ରୀ ଲକ୍ଷ୍ମୀ ସିଂଙ୍କ ସମେତ ବହୁ ପୂର୍ବତନ କାଉନସିଲର ଓ ବିଜେଡି ସମର୍ଥକ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri