ବିନା ଗୋଡ଼ରେ ଜନ୍ମନେଲା ଶିଶୁପୁତ୍ର

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁଡ୍ରା ପଞ୍ଚାୟତର ଟିକରବାଜୁ ଗ୍ରାମର ସାନନ୍ତି ମଲ୍ଲିକ ସନ୍ତାନ ପ୍ରସବ ନିମନ୍ତେ ଭର୍ତ୍ତି ହୋଇଥିଲେ। ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ପୁଅଟିଏ ଦେଖିବାକୁ ଖୁବ୍‌ ସୁନ୍ଦର୍‌ ଗୋଲଗାଲ୍‌ l କିନ୍ତୁ ଦୁଃଖର ବିଷୟ ସେହି ନବଜାତ ଶିଶୁର ଦୁଇଟି  ଯାକ ଗୋଡ଼ ନାହିଁ। ଶିଶୁଟିର ଓଜନ ମାତ୍ର ୧.୮୩୫ ଗ୍ରାମ। ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ ସୁବିଧା ନ ଥିବାରୁ ନବଜାତ ଶିଶୁଟିକୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ଏସ୍‌ଏନ୍‌ସିୟୁ ଓ୍ବାର୍ଡରେ ଆଡ୍‌ମିଟ୍‌ କରାଯାଇଥିଲା। ତା’ପରେ ଶିଶୁଟିକୁ ଉତ୍ତମ ଭାବରେ ଚିକିତ୍ସା କରିବାରୁ ବର୍ତ୍ତମାନ ସେ ସୁସ୍ଥ ସବଳ ଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

ଆମେରିକା ଉପରେ ବଡ଼ ଆରୋପ ଲଗାଇଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri