ବିନା ଭକ୍ତରେ ପାଳନ ହେଲା ସ୍ନାନଯାତ୍ରା

ଜି.ଉଦୟଗିରି,୫ା୬(ଡି.ଏନ.ଏ.)- ଜି.ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶୁକ୍ରବାର ସ୍ନାନପୂର୍ଣ୍ଣିମା ପାଳିତ ହୋଇଛି। ମନ୍ଦିର ପରିଚାଳନା କମିଟି ସଭାପତି ରାଜେନ୍ଦ୍ର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଓ ପୂଜକ ଅଚ୍ୟୁତ ପଣ୍ଡାଙ୍କ ସହଯୋଗରେ ଯାତ୍ରା ସମ୍ପନ୍ନ ହୋଇଥିଲା। ସ୍ନାନଯାତ୍ରା ପରେ ଠାକୁରଙ୍କୁ ହାତୀ ବେଶରେ ସଜ୍ଜିତ କରାଯାଇଥିଲା। ଲକ୍‌ଡାଉନ୍‌ ଯୋଗୁ ମନ୍ଦିରକୁ ଭକ୍ତଙ୍କ ପ୍ରବେଶ ନେଇ ରୋକ୍‌ ଲାଗିଥିବାରୁ ଭକ୍ତବୃନ୍ଦ ନିରାଶ ହୋଇଥିଲେ। ସ୍ନାନଯାତ୍ରା କେବଳ ମନ୍ଦିର ପୂଜକ ଓ ପୂରୋହିତଙ୍କ ମଧ୍ୟରେ ସୀମିତ ଥିବାବେଳେ ସାମାଜିକ ଦୂରତ୍ୱ ବଜାୟ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri