ବିନା ମାସ୍କଧାରୀଙ୍କଠାରୁ ଜରିମାନା ଆଦାୟ

ଭଣ୍ଡାରିପୋଖରୀ,୩।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ପୋଲିସ ମଙ୍ଗଳବାର ଅପରାହ୍ନରେ ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ଜରିମାନା ଆଦାୟ କରିଛି। ଥାନାଧିକାରୀ ସନାତନ ସାହୁଙ୍କ ନିର୍ଦ୍ଦେଶକ୍ରମେ ଏଏସ୍‌ଆଇ ଗୌରମଣି ସିଂ ଓ ଅନ୍ୟ ଥାନା କର୍ମଚାରୀ ବ୍ଲକର ଛତାବର, ଭଣ୍ଡାରିପୋଖରୀ ବଜାର, ପାର୍ବତୀରେ ଚଢ଼ାଉ କରି ୬ ଜଣ ବିନା ମାସ୍କଧାରୀଙ୍କଠାରୁ ୩,୦୦୦ ଟଙ୍କା ଆଦାୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri