ବିନା ଶ୍ରଦ୍ଧାଳୁରେ ହିଙ୍ଗୁଳା ଯାତ୍ରା

ଅନୁଗୋଳ ଅଫିସ୍/ତାଳଚେର, ୭ା୪- ଅନୁଗୋଳ ଜିଲା ତାଳଚେର ଗୋପାଳଗଡ଼ସ୍ଥିତ ଅଧିଷ୍ଠାତ୍ରି ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ମଙ୍ଗଳବାର ନିରାଡମ୍ବର ଭାବେ ପାଳନ କରାଯାଇଛି। ବିନା ଶ୍ରଦ୍ଧାଳୁ ତଥା ଭକ୍ତଙ୍କ ଉପସ୍ଥିତିରେ ମାଙ୍କ ଯଥାବିଧି ପୂଜାର୍ଚ୍ଚନା କରାଯାଇଛି । କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଜାରି କଟକଣାକୁ ମାନି ଜଣେ ହେଲେ ଲୋକେ ଯାତ୍ରାରେ ଯୋଗ ଦେଇ ନ ଥିବା ଜଣାପଡିଛି । ଫଳରେ ଯାତ୍ରାସ୍ଥଳ ପୂରା ଖାଁ ଖାଁ ହୋଇପଡିଛି । ଯାତ୍ରାରେ ପୋଲିସ ମୁତୟନ ହୋଇଛନ୍ତି। ମା’ଙ୍କ ଯାତ୍ରାକୁ ଲୋକ ଆସି ନ ଥିବାରୁ ଅନୁଗୋଳ ଏସପି ଜଗମୋହନ ମୀନା ତାଙ୍କ ଫେସବୁକ ଆକାଉଣ୍ଟ ମାଧ୍ୟମରେ ମନ୍ଦିର ପରିସରର କିଛି ଫଟୋ ଛାଡିବା ସହ ଅନୁଗୋଳବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା…

ବସୁଛି ବୈଠକ, ଫଳପ୍ରଦ ହେଉନାହିଁ: ଅଟଳ ବସଷ୍ଟାଣ୍ଡ….

ଲୋଇସିଂହା,୪।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ଲୋଇସିଂହା ଅଟଳ ବସଷ୍ଟାଣ୍ଡର ଶୃଙ୍ଖଳିତ ପରିଚାଳନା ପାଇଁ ଏକ ସମୀକ୍ଷା ବୈଠକ ବିଡିଓ ଅକ୍ଷୟପାଣି ଉଦ୍ଦୁଙ୍କ ଅଧ୍ୟକ୍ଷତାରେ ସୋମବାର…

ଅନେକ ଜୀବନ ବଞ୍ଚାଇ ଚର୍ଚ୍ଚାରେ ଧବଳେଶ୍ୱର: ଦୁର୍ଗମ ଅଞ୍ଚଳର ପାଲଟିଛନ୍ତି ସାହା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଅନେକ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳ ରହିଛି। ଅନେକ ସମୟରେ ଅପହଞ୍ଚ ଅଞ୍ଚଳରେ କୌଣସି ଅଘଟଣ ଘଟିଲେ ଲୋକଙ୍କୁ ସେବା ଯୋଗାଇବା…

ଜିଲାପାଳଙ୍କ ନୂଆ ପୁସ୍ତକ ‘ପାର୍ଶ୍ୱସ୍ରୋତ’କୁ ନେଇ ବଢୁଛି ଚର୍ଚ୍ଚା: କନ୍ଧମାଳର ଐତିହ୍ୟକୁ ନେଇ…

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲାର ପୂର୍ବତନ ଜିଲାପାଳ ତଥା ଏବେକାର ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲେଖାଯାଇଥିବା ପୁସ୍ତକ ‘ପାର୍ଶ୍ୱସ୍ରୋତ’ ଉନ୍ମୋଚନ ହୋଇଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ…

ଉପାସରେ ଦିନ କାଟୁଛନ୍ତି କନକ: ୩ ମାସ ହେଲା ମିଳୁନି ଭତ୍ତା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ହେଲେ କିଛି ଯୋଜନା ଲୋକଙ୍କୁ ସରକାରଙ୍କ ତୁହାକୁ ତୁହା ନିୟମ ପରିବର୍ତ୍ତନ ଯୋଗୁ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri