ବିନା ସୂଚନାରେ ସୁରଟରୁ ଫେରିଥିଲେ, କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ଭଦ୍ରକ ଅଫିସ,୩।୫: ସୁରଟରୁ ଭଦ୍ରକ ଜିଲା ପ୍ରଶାସନର ବିନା ସୂଚନାରେ ଆସିଥିବା ୮ ଜଣଙ୍କୁ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏହି ବ୍ୟକ୍ତିମାନେ ସୁରଟରୁ ଗଞ୍ଜାମକୁ ଆସୁଥିବା ଏକ ବସ୍‌ରେ ଆସିଥିଲେ। ପରେ ଗଞ୍ଜାମରୁ ଏକ ବସ୍‌ ଯୋଗେ ଭଦ୍ରକ ଆସି ବନ୍ତ ଛକ ପୋଲ ତଳେ ଓହ୍ଲାଇଥିଲେ। ଖବର ପାଇ ପୋଲିସ ସେମାନଙ୍କୁ ନେଇ ଧାମନଗର ଛକ କ୍ୱାରାଣ୍ଟାଇନରେ ଛାଡ଼ିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?