Posted inଜାତୀୟ

ବିନୟଙ୍କ ଆବେଦନ ଖାରଜ ପରେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ ଠାକୁର ଏବେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିନୟ ଶର୍ମାଙ୍କ କ୍ଷମା ଆବେଦନ ଖାରଜ କରିବା ପରେ ଏବେ ଅକ୍ଷୟ ରାଷ୍ଟ୍ରପତିଙ୍କ ନିକଟରେ ଗୁହାରି କରିଛନ୍ତି। ନିର୍ଭୟା ମାମଲାର ଦୋଷୀ ଜଣକ ପରେ ଜଣେ ଏମିତି ଆବେଦନ କରିବା ଫଳରେ ନିର୍ଭୟାଙ୍କୁ ନ୍ୟାୟ ମିଳିବାରେ ବିଳମ୍ବ ହେଉଛି ବୋଲି କୁହାଯାଉଛି। ଗୋଟିଏ ପଟେ ଏହି ମାମଲାର ୪ ଦୋଷୀଙ୍କ ଫାଶୀ ଦଣ୍ଡାଦେଶକୁ ଶୁକ୍ରବାର କୋର୍ଟ ସ୍ଥଗିତ ରଖିଥିବା ବେଳେ ଅନ୍ୟପଟେ ନ୍ୟାୟାରେ ବିଳମ୍ବ ପାଇଁ ନିର୍ଭୟାଙ୍କ ମାତାପିତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଦାୟୀ କରିଛନ୍ତି। ଅନ୍ୟପଟେ ନିର୍ଭୟାଙ୍କ ମା’ ଆଶା ଦେବୀ ଶୁକ୍ରବାର କହିଥିଲେ କି ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ କେବେକି ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀ ହେବନାହିଁ ବୋଲି କହିଥିଲେ। କିନ୍ତୁ ନ୍ୟାୟ ବ୍ୟବସ୍ଥା ଉପରେ ଆଶା ଦେବୀଙ୍କ ସମ୍ପୂର୍ଣ୍ଣ ବିଶ୍ୱାସ ରହିଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri