Posted inଜାତୀୟ

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ହାସଲ କରିବ ଶ୍ରେଷ୍ଠତ୍ୱ: ଶାହ

ନୂଆଦିଲ୍ଲୀ,୨୯।୬: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ଶ୍ରେଷ୍ଠତ୍ୱ ହାସଲ କରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରକାଶ କରିଛନ୍ତି। ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ଆୟୋଜିତ ହୋଇଥିବା ଏକ ୨ ଦିନିଆ ସମ୍ମିଳନୀର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ସେ ଏହା କହିଛନ୍ତି। ଲୋକଙ୍କ ଦୁଃଖରେ ଏନ୍‌ଡିଆର୍‌ଏଫ୍‌ ଦଳ ସାମିଲ୍‌ ହୋଇ ସେମାନଙ୍କ ପୀଡ଼ା ଲାଘବ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ସେ କହିଛନ୍ତି। ଅଗାମୀ ଦିନରେ ଏନ୍‌ଡିଆର୍‌ଏଫ୍‌ର ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯିବ ବୋଲି ଶାହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri