ବିପିସିଏଲ୍‌ର ଘରୋଇକରଣ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୩୦-୯: ଦେଶର ଦ୍ୱିତୀୟ ବୃହତ୍ତ ତୈଳ ବିପଣନ କମ୍ପାନୀ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌)ର ଘରୋଇକରଣ ନେଇ ସରକାର ଯୋଜନା ରଖିଛନ୍ତି। ଏହି ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ବିଦେଶୀ ଏବଂ ଘରୋଇ ଫାର୍ମଗୁଡିକୁ ଏହାର ବିକ୍ରି ନେଇ ଯୋଜନା ରହିଥିବା ବେଳେ ଏଥି ଲାଗି ସଂସଦର ମଞ୍ଜୁରୀ ଆବଶ୍ୟକତା ରହିଥିବା ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଦେଶର ତୈଳ ବିପଣନ କ୍ଷେତ୍ରରେ ବିଦେଶୀ ସଂସ୍ଥାଙ୍କୁ ସୁଯୋଗ ପ୍ରଦାନ ଏବଂ ପ୍ରତିଦ୍ୱନ୍ଦ୍ୱିତାକୁ ପ୍ରୋତ୍ସାହନ ଦେବାକୁ ସରକାର ବିପିସିଏଲ୍‌ର ଥିବା ତାଙ୍କର ୫୩.୩% ଅଂଶଧନକୁ ଷ୍ଟ୍ରାଟେଜିକ ପାର୍ଟନରଶିପ ଦ୍ୱାରା ବିକ୍ରି କରିବାକୁ ଯୋଜନା ରଖିଛନ୍ତି। ସେହିଭଳି ପୁଞ୍ଜି ପ୍ରତ୍ୟାହାର ଧାର୍ଯ୍ୟ ଲକ୍ଷ୍ୟର ଏକ ତୃତୀୟାଂଶ ଏଭଳି ଯୋଜନାରୁ ଲାଭ କରିବାକୁ ସରକାର ବିଚାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri