ବିପୁଳ ପରିମାଣର ଦେଶୀ ମଦ ଜବତ

ଆର.ଉଦୟଗିରି,୨୯ା୪(ଡି.ଏନ.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଆର.ଉଦୟଗିରି ଅବକାରୀ ବିଭାଗ, ରାମଗିରି ପୋଲିସ ଓ ବ୍ରହ୍ମପୁର ଇଆଇବିଆଇ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣର ମଦ ଜବତ କରିଛି। ଭାଲିଆସାହି, ଦାସିପୁର, ଗୁଡିପଦା, ତଟରାଜ କଲୋନି ଓ ରାମଗିରି ଗ୍ରାମରେ ଚଢାଉ କରି ୨୨୦୦ କେଜି ମହୁଲ ଓ ୪୦ ଲିଟର ମହୁଲି ଦେଶୀମଦ ଜବତ ହୋଇଥିଲା। ଏହି ଚଢାଉରେ ଆର୍‌.ଉଦୟଗିରି ଅବକାରୀ ଓଆଇସି ଜି. ସୁରିବାବୁ, ବ୍ରହ୍ମପୁର ଇଆଇବିଆଇ ଓ ପୋଲିସ କର୍ମଚାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?