ବିପୁଳ ପରିମାଣର ମଦ ଜବତ : ୪ ଗିରଫ

ଦାରିଙ୍ଗବାଡ଼ି,୧୨।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ବିଭିନ୍ନ ସ୍ଥାନରୁ ୯୨ ଲିଟର ଚୋରା ଦେଶୀ ମଦ ଜବତ ସହ ୪ ଜଣକୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝି କହିଛନ୍ତିି। ଗିରଫ ଅଭିଯୁକ୍ତମାନେ ହେଲେ ଶିବରାମ ସାହୁ, ଦୀନବନ୍ଧୁ ସାହୁ, ସନ୍ୟାସୀ ସାହୁ ଏବଂ ଅଜିତ ସାହୁ। ସେମାନଙ୍କ ନାମରେ ମାମଲା(୮୮,୮୯,୯୦,୯୧/୧୯) ରୁଜୁ କରାଯାଇଛି। ଆଇଆଇସି ମାଝିଙ୍କ ନେତୃତ୍ୱରେ ସବଇନ୍ସପେକ୍ଟର ଗୋପାଳକୃଷ୍ଣ ଆଗୁପାତ୍ର, ଅନିଲ କୁମାର ଦେବତା ଏବଂ ସୌମ୍ୟରଞ୍ଜନ ଜେନା ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି।...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ...

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri