Posted inଜାତୀୟ

ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍‌ ନିର୍ମାଣ ଲାଗି ରାଜି ହେଲା ସୁନ୍ନି ଓ୍ବାକଫ ବୋର୍ଡ

ନୂଆଦିଲ୍ଲୀ,୧୬।୧୦: ଅଯୋଧ୍ୟା ପ୍ରସଙ୍ଗରେ ମଧ୍ୟସ୍ଥିଙ୍କ ଯୋଜନା ଅନୁସାରେ ସୁନ୍ନି ଓ୍ବାକଫ୍‌ ବୋର୍ଡ ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍‌ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛି। ଏନେଇ ମଧ୍ୟସ୍ଥିଙ୍କ ପକ୍ଷରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି। ତେବେ ଏହି ମାମଲା ଅନ୍ୟ ୬ ମୁସଲମାନ୍‌ ପକ୍ଷଙ୍କ ସହମତିର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri