Posted inଜାତୀୟ

ବିବାଦୀୟ ମନ୍ତବ୍ୟ: କମଲ ହାସନଙ୍କ ଉପରକୁ ଚପଲ ଫିଙ୍ଗିଲେ ହନୁମାନ ସେନା

ଚେନ୍ନାଇ,୧୬।୫: କମଲ ହାସନଙ୍କ ବିବାଦୀୟ ମନ୍ତବ୍ୟ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ମର୍ମରେ ହନୁମାନ ସେନା ପକ୍ଷରୁ କମଲଙ୍କ ଉପରକୁ ଚପଲ ଫିଙ୍ଗାଯାଇଛି। ସେ ତାମିଲନାଡୁର ମଦୁରାଈଠାରେ ଏକ ନିର୍ବାଚନ ପ୍ରଚାର ସମୟରେ ଏଭଳି ହୋଇଛି। କିଛି ଭାଜପା ସମର୍ଥକଙ୍କ ସମେତ ୧୧ ଜଣ ଲୋକ ସଭାରେ ହଟ୍ଟଗୋଳ କରିବା ସହିତ ଚପଲ ଫିଙ୍ଗିଥିବା କୁହାଯାଉଛି। ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ଼ସେଙ୍କୁ କମଲ ହାସନ ପ୍ରଥମ ହିନ୍ଦୁ ଆତଙ୍କବାଦୀ ବୋଲି କହିଥିଲେ। ଏହାକୁ ନେଇ ପରବର୍ତ୍ତୀ ସମୟରେ ଦେଶର ରାଜନୈତିକ ମହଲ ବେଶ୍‌ ସରଗରମ ହୋଇ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri