Posted inଜାତୀୟ

ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା କଂଗ୍ରେସ ବିଧାୟକଙ୍କୁ ଲହୁଲୁହାଣ କଲେ ଯୁବକ

ବେଙ୍ଗାଲୁରୁ,୧୮।୧୧:କର୍ନାଟକର ଜଣେ ବିଧାୟକଙ୍କ ଉପରକୁ ଛୁରିରେ ଆକ୍ରମଣ ହୋଇଛି। ନରସିହ୍ମାରାଜାର ବିଧାୟକ ତନବୀର ସୈତ୍‌ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ଏଭଳି ଆକ୍ରମଣ ହୋଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ରବିବାର ରାତି ୧୧.୪୫ରେ ତନବୀର ବାଣୀ ମଣ୍ଡପରେ ଆୟୋଜିତ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ଫରହାନ ନାମକ ଜଣେ ଯୁବକ ବିଧାୟକଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ତାଙ୍କ ଛାତି ଏବଂ କାନ୍ଧରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଜଣାପଡିଛି। ବିଧାୟକଙ୍କୁ ତୁରନ୍ତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରୁ ହିଁ ଅଭିଯୁକ୍ତଙ୍କୁ ଗିରଫ କରିଛି। ତାଙ୍କ ବୟସ ୨୦ ଏବଂ ଘର ଉଦୟପୁର ବୋଲି ପୋଲିସ କହିଛି। ସେ କେଉଁ କାରଣରୁ ଏଭଳି ଆକ୍ରମଣ କଲେ ତାହାର ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

ମୋଦି ସରକାରଙ୍କ ବଡ଼ ଘୋଷଣା: ଏବେ କେମିତି ମିଳିବ ନୂଆ PNG କନେକ୍ସନ? ଜାଣନ୍ତୁ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୯।୮: ମଧ୍ୟପ୍ରାଚ୍ୟ ସଙ୍କଟ ଏବଂ LPGର ଅଭାବ ମଧ୍ୟରେ ମୋଦି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏବେ ସରକାରଙ୍କ ସମ୍ପୂର୍ଣ୍ଣ ଧ୍ୟାନ ଘରେ ଘରେ ପାଇପ…

ମୋଦି କ୍ୟାବିନେଟ୍‌ରେ ବଡ଼ ଅଦଳବଦଳ ଚର୍ଚ୍ଚା! ଧର୍ମେନ୍ଦ୍ରଙ୍କ ସମେତ ଏହି ସବୁ ନେତାଙ୍କୁ ମିଳିବ ଦାୟିତ୍ୱ! ମିଳିଲା ଏହି ସଙ୍କେତ

ନୂଆଦିଲ୍ଲୀ, ୧୯।୮: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମ ଘୋଷଣା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନକୁ ନେଇ ଚର୍ଚ୍ଚା…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ…

୨୦ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌-ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ…

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୯ା୮: ଅଭିଯୁକ୍ତଙ୍କ ପରିଚୟ ପ୍ରକାଶ କରିବା କିମ୍ବା ସେମାନଙ୍କୁ ଅମାନବୀୟ ଢଙ୍ଗରେ ଚିତ୍ରଣ କରିବା ଭଳି ବିଷୟବସ୍ତୁ ଅନ୍‌ଲାଇନରେ ପୋଷ୍ଟ କରିବାରୁ ପୋଲିସ ସଂଗଠନକୁ ରୋକିବା ପାଇଁ…

ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ…

ସରକାରଙ୍କ ଘୋଷଣା: ୩ୟ ସନ୍ତାନ ପାଇଁ ସରକାରୀ କର୍ମଚାରୀଙ୍କୁ ବର୍ଷେ ମାତୃତ୍ୱ ଛୁଟି

ଚେନ୍ନାଇ, ୧୯।୮: ସରକାରୀ ମହିଳା କର୍ମଚାରୀମାନେ ଏବେ ୩ୟ ସନ୍ତାନ ପାଇଁ ମଧ୍ୟ ପୂର୍ବର ୧୨ ସପ୍ତାହ ବଦଳରେ ପୂରା ୩୬୫ ଦିନ ବା ୧ବର୍ଷର ମାତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri