ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ

ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ ସବୁ ଥିଲା ହେଲେ ଘୋଡ଼ା ଉପରେ ବର ବଦଳରେ ଦେଖିବାକୁ ମିଳିଥିଲା ଦୁଇ କନ୍ୟାଙ୍କୁ। ପାଟିଦାର ସମ୍ପ୍ରଦାୟର ଏହି ପାରମ୍ପରିକ ବିବାହ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଖଣ୍ଡଓ୍ବାର ସାକ୍ଷୀ ଓ ସ୍ରିଷ୍ଟି ନାମକ ଦୁଇ ଭଉଣୀଙ୍କର ଗତ ୨୨ ତାରିଖରେ ବିବାହ ଥିଲା। ଆଉ ସେମାନେ ତାଙ୍କର ବରଯାତ୍ରୀ ସହ ଘୋଡ଼ା ଚଢି ଯାଇ ବରଘରେ ପହଞ୍ଚି ବିବାହ କରିଥିଲେ ବୋଲି ଜଣାପଡିଛି। ତେବେ ପାଟିଦାର ସମ୍ଫ୍ରଦାୟର ପରମ୍ପରାକୁ ପାଳନ କରିଥିବାରୁ ଏମାନେ ଗର୍ବିତ ବୋଲିି କହିଛନ୍ତି। ଦେଶରେ ମହିଳାଙ୍କୁ ସମ୍ମାନ ଦେବାର ଏହା ଏକ ପରମ୍ପରା ବୋଲି ଦୁଇ ଭଉଣୀଙ୍କ ପିତା ଅରୁଣ କହିଛନ୍ତି। ଏହା ୪୦୦-୫୦୦ ବର୍ଷ ତଳର ପରମ୍ପରା ହୋଇଥିବା ବେଳେ ସରକାରଙ୍କର ‘ବେଟି ବଚାଓ, ବେଟି ପଢାଓ’ ବାର୍ତ୍ତାକୁ ଆଗେଇ ନେବାକୁ ଏହା ଏକ ସହଯୋଗ ବୋଲି ଅରୁଣ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ପାଟିଦାର ସମ୍ପ୍ରଦାୟର ଲୋକେ ଏହି ପରମ୍ପରାକୁ ପାଳନ କରନ୍ତୁ ଓ ଝିଅମାନଙ୍କୁ ସମ୍ମାନ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri