ବିବାହ ପୂର୍ବରୁ ମା’ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ କଲକି କୋଚଲିନ୍‌ ମା’ ହୋଇଛନ୍ତି। ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବୟଫ୍ରେଣ୍ଡ୍‌ ଗାୟ ହର୍ଷବର୍ଗଙ୍କ ସହ ଲିଭ୍‌ ଇନ୍‌ ରିଲେସନଶିପ୍‌ରେ ରହୁଥିବା କଲକି ଗତ ଡିସେମ୍ବରରେ ମା’ ହେବାକୁ ଯାଉଥିବା ସୋସିଆଲ ମିଡିଆରେ ଘୋଷଣା କରିଥିଲେ। କଲକିି ୨୦୧୧ରେ ଫିଲ୍ମ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କୁ ବିବାହ କରିଥିଲେ। ହେଲେ ବାହାଘରର ୪ ବର୍ଷ ପରେ ସେମାନେ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ଏହାପରେ ଗାୟ ହର୍ଷବର୍ଗଙ୍କୁ ଡେଟ କରୁଥିଲେ। ବିବାହ ପୂର୍ବରୁ ମା’ ହେବା କଥା ଶୁଣି ଭୟଭୀତ ହୋଇଥିଲେ କଲକୀ। କିନ୍ତୁ ବୟଫ୍ରେଣ୍ଡ୍‌ ଯୋଗୁ ସେ ନିଜ ସନ୍ତାନ ଜନ୍ମ ଦେବାକୁ ଯାଉଥିବା କଥା ଏକ ଚ୍ୟାଟ୍‌ ଶୋ’ରେ ଭାଗ ନେଇ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri