ବିବାହ ପୂର୍ବରୁ ଗର୍ଭବତୀ ହୋଇଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ନାୟିକା ନାୟକଙ୍କ ପ୍ରେମ କାହାଣୀ ସବୁବେଳେ ଥାଏ ଚର୍ଚ୍ଚାରେ। ପୁଣି ବ୍ରେକ୍‌ଅପ୍‌ ବି କିଛି କମ୍‌ ଚର୍ଚ୍ଚିତ ବିଷୟ ବସ୍ତୁ ନୁହେଁ ବଲିଉଡ୍‌୍‌ ପାଇଁ। ଆହୁରି କେତେଜଣ କଳାକାର ଅଛନ୍ତି ଯେଉଁମାନଙ୍କର ପର୍ସନାଲ ଲାଇଫକୁ ନେଇ ମଧ୍ୟ ଚର୍ଚ୍ଚା ହୋଇଥାଏ। ସେମିତି ଜଣେ ଅଭିନେତ୍ରୀ ହେଉଛନ୍ତି କୋଙ୍କଣା ସେନ୍‌ ଶର୍ମା। କୋଙ୍କଣା ଏବେ ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ହେଲେ ତାଙ୍କ ପ୍ରଫେସନାଲ ଲାଇଫ୍‌ ଅପେକ୍ଷା ପର୍ସନାଲ ଲାଇଫ୍‌ ବେଶ୍‌ ଚର୍ଚ୍ଚିତ। ସେ କୁଆଡେ ବିବାହ ପୂର୍ବରୁ ଗର୍ଭବତୀ ହୋଇଥିଲେ। ୨୦୧୦ ସେପ୍ଟେମ୍ବରରେ ସେ ଲୁଚିଛପି ତାଙ୍କ ପୁରୁଷବନ୍ଧୁ ରଣବୀର ସୌରିଙ୍କୁ ବିବାହ କରିଥିବା ବେଳେ ୨୦୧୧ମାର୍ଚ୍ଚରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଆଉ ବିବାହର ଠିକ୍‌ ୫ ବର୍ଷ ପରେ ଅର୍ଥାତ୍‌ ୨୦୧୫ରେ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା। ୨୦୦୭ରେ ବଲିଉଡ୍‌ ମୁଭି ‘ଆଜା ନଚ୍‌ଲେ’ର ଶୁଟିଂ ସମୟରେ କୋଙ୍କଣା ଓ ରଣବୀରଙ୍କ ଭେଟ ହୋଇଥିବା ବେଳେ ଉଭୟେ ପ୍ରେମରେ ପଡିଯାଇଥିଲେ। ପେଜ୍‌-୩ ଭଳି ଫିଲ୍ମରେ ଅଭିନୟ କରି କୋଙ୍କଣା ଦୁଇ ଦୁଇଥର ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?