ବନ୍ତ, ୩୦।୫(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆଗରପଡା ଥାନା ଅଞ୍ଚଳର ଜଣେ ଯୁବକ ବିବାହ ପ୍ରତିଶ୍ରୁତ ଦେଇ ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏବେ ଗର୍ଭବତୀ ଅଛନ୍ତି ା ପୂର୍ବରୁ ଏ ଘଟଣା ଆଗରପଡା ସରପଞ୍ଚଙ୍କ ମାଧ୍ୟମରେ ସମାଧାନ ହୋଇଥିଲା ା ଏବେ ଯୁବତୀ ଜଣକ ବିବାହ କରିବାକୁ କହିବାରୁ ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଉଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ.୬୦/୨୦) ରୁଜୁ କରି ତଦନ୍ତ ଜାରି ରଖିଛି ା
ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ
ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…
ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…
ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…
୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା
ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…
ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ
ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…
ବିଦ୍ୟୁତ୍ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…
ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…
ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ
ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…
୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…
ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…
କାଦୁଅ ପଚପଚରେ ଖୋଲା ଜିମ୍ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ
କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍ପି ସୁଜିତ କୁମାର ଏକ…
Archives

