ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଅନ୍ୟ ଏକ ଗାଁର ଜଣେ ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ଜଣକ ହେଲେ ବି. ଶିବଶଙ୍କର। ଏ ନେଇ ଥାନାରେ ଏକ ମାମଲା ନଂ. ୧୭୦/୧୯ ରୁଜୁ କରାଯାଇଛି। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି। ବୁଧବାର ବ୍ରହ୍ମପୁର ବଡ଼ ମେଡିକାଲରେ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯାଇଛି। ସୂଚନାଯୋଗ୍ୟ, ଯୁବତୀ ଜଣକ ତାଙ୍କ ମାଉସୀଙ୍କ ଗାଁକୁ ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇଥିଲେ। ଜୁନ ୨ ତାରିଖ ରାତିରେ ସେ ଶୋଇଥିବା ବେଳେ ସେହି ଗାଁର ଅଭିଯୁକ୍ତ ଜଣକ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିଲେ। ପରେ ସେ ବିବାହ କରିବାକୁ ମନା କରିଦେଇଥିଲେ। ଯୁବତୀ ଜଣକ ଗର୍ଭବତୀ ଥିବା ପୋଲିସ ନିକଟରେ ବୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri