Posted inଖେଳ

ବିବାହ ବନ୍ଧନରେ ଆବଦ୍ଧ ହେବେ ଏହି ଦୁଇ ଭାରତୀୟ ତୀରନ୍ଦାଜ

ଜୟପୁର, ୨୩।୬- ପୂର୍ବରୁ ଅନେକ ଭାରତୀୟ କ୍ରୀଡ଼ାବିତ୍‌ ପରସ୍ପର ବିବାହ ବନ୍ଧରେ ଆବଦ୍ଧ ହେବାର ଦେଖିବାକୁ ମିଳିଛି । ଏବେ ଏହି ତାଲିକାରେ ଯୋଡ଼ି ହେବାକୁ ଯାଉଛନ୍ତି ଦୁଇ ଭାରତୀୟ ସଫଳ ତୀରନ୍ଦାଜ ଦୀପିକା କୁମାରୀ ଓ ଅତନୁ। ଆସନ୍ତା ଜୁନ୍‌ ୩୦ରେ ରାଞ୍ଚତ୍ରେ ଉଭୟ ଦୀପିକା ଓ ଅତନୁ ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡ଼ିଛି। ଦୀପିକାଙ୍କ ଘର ଝାଡ଼ଖଣ୍ଡରେ ହୋଇଥିବାବେଳେ ଅତନୁ ବେଙ୍ଗଲର ବାସିନ୍ଦା। ଗତ ୧୨ ବର୍ଷ ହେବ ଉଭୟ ତୀରନ୍ଦାଜୀ କ୍ରୀଡ଼ା ସହ ଜଡ଼ିତ ରହିଛନ୍ତି। ଆରମ୍ଭରୁ ଉଭୟ ଭଲ ବନ୍ଧୁ ଥିଲେ। କିନ୍ତୁ ପରେ ଏହି ବନ୍ଧୁତ୍ୱ ଭାଙ୍ଗିଗଲା। ଏପରିକି ଦୀପିକା ଓ ଅତନୁ ୭ ବର୍ଷ ପର୍ଯ୍ୟନ୍ତ ଏହାପରେ କଥାବର୍ତ୍ତା ହୋଇ ନ ଥିଲେ। ତେବେ ପୁଣିଥରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ସୃଷ୍ଟି ହୋଇଥିଲା, ଯାହାକି ଏବେ ବିବାହ ବନ୍ଧନରେ ପରିଣତ ହେବାକୁ ଯାଉଛି। ଦୀପିକା ଓ ଅତନୁ ଟୋକିଓ ଅଲିମ୍ପିକ୍ସକୁ ମଧ୍ୟ ଯୋଗ୍ୟତା ହାସଲ କରିସାରିଛନ୍ତି। ପୂର୍ବରୁ ଦୁହେଁ ୨୦୨୦ ଟୋକିଓ ଅଲିମ୍ପିକ୍ସ ଶେଷ ହେବାପରେ ବିବାହ କରିବେ ବୋଲି ନିଷ୍ପତ୍ତି ନେଇଥିଲେ। କିନ୍ତୁ ମହାମାରୀ କରୋନା ଲାଗି ଟୋକିଓ ଅଲିମ୍ପିକ୍ସ ଆସନ୍ତା ବର୍ଷକୁ ଘୁଞ୍ଚତ୍ୟାଇଥିବାରୁ ଏବେ କୌଣସି କ୍ୟାମ୍ପ୍‌ କିମ୍ବା ଟୁର୍ନାମେଣ୍ଟ ନାହିଁ। ତେଣୁ ଜୁନ୍‌ ୩୦ରେ ବିବାହ କରିବେ ବୋଲି ଉଭୟ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଡ୍‌ଟର୍ମ ପରାଜୟ ପରେ ଜେଡି ଭାନ୍ସଙ୍କ ବଡ଼ ବୟାନ, ଏହି କାରଣରୁ ହାରିଲୁ…

ୱାଶିଂଟନ୍‌,୪ା୧୧: ଇରାନ୍‌ ସହ ଯୁଦ୍ଧ ଆମେରିକାର ରିପବ୍ଲିକାନ୍‌ ପାର୍ଟିର ମଧ୍ୟବର୍ତ୍ତୀ ବା ମିଡ୍‌ଟର୍ମ ନିର୍ବାଚନ ପରାଜୟର ପ୍ରମୁଖ କାରଣ । ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ବୁଧବାର…

‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’

ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ…

ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, ୨ରୁ ଅଧିକ ସନ୍ତାନ ଥିଲେ ନିର୍ବାଚନ…..

ନୂଆଦିଲ୍ଲୀ,୪ା୧୧(ପି.ଟି): ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି । ତେଣୁ ୨ରୁ ଅଧିକ…

ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍‌: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା…

କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି…

ଘରେ ଲୁଚାଇ ରଖିଥିଲେ ବିପୁଳ ବାଣ, ଚଢ଼ାଉ କରି ଜବତ କଲା ପୋଲିସ

ଦିଗପହଣ୍ଡି/ଚିକିଟି,୪।୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ପୋଲିସ ଟିମ୍ ଚିକିଟି ପେଣ୍ଠ ଗ୍ରାମର ଏକ ଘରେ ଚଢ଼ାଉ କରିଛି…

’ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କଲେ ଜିଲାପାଳ, ହିତାଧିକାରୀଙ୍କ ବିକାଶ ଉପରେ ସ୍ପେଶାଲ ଫୋକସ୍‌

ଗୋଲାମୁଣ୍ଡା,୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ପଞ୍ଚାୟତର ତୁର୍ଲାପଡା(ବାଗମୁଣ୍ଡା ) ଗ୍ରାମରେ ବୁଧବାର ‘ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଜିଲାପାଳ ପାଓ୍ବାର…

ଆଇସିସି ରାଙ୍କିଂରେ ବଡ଼ ପରିବର୍ତ୍ତନ, ନମ୍ବର-୧ ବୋଲର ହେଲେ….

ନୂଆଦିଲ୍ଲୀ,୪।୧୧: ଆଇସିସି ପକ୍ଷରୁ ବୁଧବାର ଜାରି ହୋଇଥିବା ସଦ୍ୟତମ ରାଙ୍କିଂରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଅଷ୍ଟ୍ରେଲିଆର ଅଭିଜ୍ଞ ଦ୍ରୁତ ବୋଲର ମିଚେଲ୍‌ ଷ୍ଟାର୍କ ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?