ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଏହି ସୁନ୍ଦରୀ ଏମ୍‌ପି

ଚଳିତବର୍ଷ ସାଧାରଣ ନିର୍ବାଚନ ରଣାଙ୍ଗନରେ ବାଜି ମାରି ନେଇଥିବା ଜଣେ ଅଭିନେତ୍ରୀ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଅଭିନେତ୍ରୀରୁ ରାଜନେତ୍ରୀ ପାଲଟିଥିବା ସୁନ୍ଦରୀ ଅଭିନେତ୍ରୀ ଜଣକ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସରୁ ପଶ୍ଚିମବଙ୍ଗରୁ ବସିରହାଟ ଆସନରୁ ନିର୍ବାଚନ ଲଢ଼ି ଏମ୍‌ପି ଭାବେ ବିଜୟୀ ହୋଇଛନ୍ତି।

ସେ କେହି ନୁହନ୍ତି, ସେ ହେଉଛନ୍ତି ନୁସରତ ଜହାଁ। ଖୁବ୍‌ଶୀଘ୍ର ସେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ନୁସରତ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହି ଶୁଭ ଖବର ନୁସରତ ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଯାହାର ଆୟୋଜନ ଇସ୍ତାନବୁଲ୍‌ରେ କରାଯିବ। କୋଲକାତାସ୍ଥିତ ଘରେ ନୁସରତଙ୍କ ବିବାହ ପ୍ରସ୍ତୁତିପର୍ବ ଜୋର୍‌ସୋରରେ ଚାଲିଛି। ତେବେ ବିବାହ ତାରିଖ ଧାର୍ଯ୍ୟ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri