ବିବାହ ବାର୍ଷିକୀରେ ସୋହାଙ୍କ ସହ ବିତାଇଥିବା ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଲେ କୁନାଲ

ବମ୍ବେ: ଅଭିନେତା କୁନାଲ ଖେମୁ-ସୋହା ଅଲ୍ଲୀ ଖାଁଙ୍କ ବିବାହକୁ ପୂରିଛି ପାଞ୍ଚ ବର୍ଷ। ଏହି ଅବସରରେ କୁନାଲ ସ୍ତ୍ରୀ ସୋହାଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି। ଇନ୍‌ଷ୍ଟାରେ ଉଭୟ ବିବାହ ସମୟର କିଛି ଦୃଶ୍ୟ ଥିବା ଭିଡିଓ ଶେୟାର କରିଛନ୍ତି। ଏହାକୁ ଶେୟାର କରିବା ସମୟରେ କୁଣାଲ ଲେଖିଛନ୍ତି, ବିବାହକୁ ପାଞ୍ଚ ବର୍ଷ ବିତିଛି। ଲାଗୁଛି ସମସ୍ତଙ୍କ ସହ ଭଲ ସମୟ ବିତାଇଛି। ସମସ୍ତ ହସ-ଲୁହ ପାଇଁ ଧନ୍ୟବାଦ। ସାଙ୍ଗହୋଇ ବିତାଇଥିବା ସମସ୍ତ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ପାଇଁ ଋଣି। ମୋର ଜଣେ ଭଲ ସାଙ୍ଗ ଏବଂ ସ୍ତ୍ରୀ ହେବା ପାଇଁ ଧନ୍ୟବାଦ। ମୋତେ ବାପା କରିଥିବାରୁ ଏବଂ ଏକ ନୂଆ ଜୀବନ ଦେଇଥିବାରୁ ଧନ୍ୟବାଦ।


ଅଭିନୟ ଜୀବନ ବିଷୟରେ କଥାହେଲେ କୁନାଲ ଫିଲ୍ମ ମଲଙ୍ଗରେ ନଜର ଆସିବେ। ଏଥିରେ ତାଙ୍କ ବ୍ୟତିତ ଦିଶା ପଟାନୀ, ଆଦିତ୍ୟ ରୟ କପୁର ଏବଂ ଅନିଲ କପୁର ମୁଖ୍ୟ ଭୂମିକାରେ ନଜର ଆସିବେ। ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମୋହିତ ପୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

ମାଲାମାଲ ହେଲେ ଜାହ୍ନବୀ: ‘ପେଡ୍ଡି’ ପାଇଁ ମିଳିଲା…

ଦକ୍ଷିଣ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମ ‘ପେଡ୍ଡି’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ସ୍ପୋଟର୍‌ସ ଆକ୍ସନ-ଡ୍ରାମାରେ ସେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ସହ ନଜର…

ବିବାହ କରିବାକୁ ମନା କଲେ ଗାୟିକା, କାନାଡାରୁ ଭାରତ ଆସି ହତ୍ୟା

ଲୁଧିଆନା,୧୯।୫: ପଞ୍ଜାବର ଲୁଧିଆନାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସଙ୍ଗୀତ ଶିଳ୍ପ ସମେତ ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ପ୍ରଖ୍ୟାତ ପଞ୍ଜାବୀ…

ସଲମାନ ଖାନଙ୍କ ଘରେ ପଶିଲା ସାପ:ଖେଳିଗଲା ଆତଙ୍କ, ତା’ପରେ ଯାହା ଘଟିଲା…

ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ…

ଶାହରୁଖ ନା ସଲମାନ, କାହା ପାଖରେ ଅଛି ଅଧିକ ସମ୍ପତ୍ତି? ଜାଣନ୍ତୁ କିଏ କେତେ କୋଟିର ମାଲିକ

ମୁମ୍ବାଇ: ବଲିଉଡର ଦୁଇ ସବୁଠାରୁ ବଡ଼ ସୁପରଷ୍ଟାର ଶାହରୁଖ ଖାନ ଏବଂ ସଲମାନ ଖାନଙ୍କୁ ନେଇ ଦେଶ ତଥା ବିଦେଶରେ ପ୍ରବଳ କ୍ରେଜ୍‌ ରହିଛି। ଦଶନ୍ଧି ଦଶନ୍ଧି…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri