Posted inଫୁରସତ

ବିବାହ ସମୟରେ ବର୍ଷା ହେଲେ, କେମିତି ବିତିବ ଦମ୍ପତିଙ୍କ ସାଂସାରିକ ଜୀବନ

ବିବାହ ଉତ୍ସବକୁ ନେଇ ବନ୍ଧୁ ପରିଜନ ଖୁସିରେ ନାଚି ଉଠନ୍ତି। କିନ୍ତୁ ବିବାହ ଦିନ ଯଦି ବର୍ଷା ହେଲା ତେବେ ପରିବାର ଲୋକେ ଚିନ୍ତାରେ ପଡ଼ିଯାନ୍ତି। ସମସ୍ତ ଆୟୋଜନ ସତେ ଯେମିତି ପାଣି ଫାଟିଯାଏ। ବର୍ଷା ହେଲେ ବିଚରା ପୁଅ ଝିଅଙ୍କୁ ନାନା କଥା କହି ଲୋକେ ଥଟ୍ଟା ପରିହାସ କରିଥାନ୍ତି। ଅନେକ ଲୋକ ଏହାକୁ ଅଶୁଭ କହୁଥିବାବେଳେ କେହି କେହି ଶୁଭ ମାନିଥାନ୍ତି। ସେ ଯାହା ବି ହେଉ ବିବାହ ଦିନ ବର୍ଷା ହେଲେ ନୂଆକରି ସଂସାର ଗଢ଼ିବାକୁ ଯାଉଥିବା ଦମ୍ପତି କେମିତି କାଟିଥାନ୍ତି ସାଂସାରିକ ଜୀବନ ଜାଣନ୍ତୁ।

ବିବାହ ଦିନ ବର୍ଷା ହେଲେ ଭଗବାନଙ୍କ ଆଶୀର୍ବାଦ କୁହାଯାଏ। ଏହା ପ୍ରକୃତିର ଶୁଭ ସଂକେତ। ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥିଲେ ହେଁ ଦମ୍ପତିଙ୍କ ପାଇଁ ବର୍ଷା ସୁଖର ସମ୍ଭାର ଆଣି ଆସିଥାଏ। ଉତ୍ତମ ଭାଗ୍ୟର ମଧ୍ୟ ସୂଚନା ଦେଇଥାଏ।

ଏହି ବିବାହ ସଫଳ ହେବାର ପ୍ରତୀକ ସ୍ବରୁପ। ପ୍ରକୃତି ପକ୍ଷରୁ ଏହା ବର କନ୍ୟାଙ୍କୁ ଆଶୀର୍ବାଦ ସଦୃଶ। ପ୍ରକୃତି ସୂଚାଇ ଦେଇଥାଏ ଯେ, ସ୍ବାମୀ ସ୍ତ୍ରୀଙ୍କ ସମ୍ପର୍କ ସୁଦୃଢ଼ ହେବ।

ଜୀବନ ସୁଖଶାନ୍ତିରେ ଭରିଯିବ। ଆଉ ଏକ ବିଶ୍ୱାସ ମଧ୍ୟ ରହିଛି ବିବାହ ଦିନ ବର୍ଷା ହେଲେ ଦମ୍ପତି ଖୁବଶୀଘ୍ର ମାତାପିତା ହେବାର ସୌଭାଗ୍ୟ ଲାଭ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …

ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍‌ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!

ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ…

ହୋଟେଲ ରୁମ୍‌ କିମ୍ବା ଚେଞ୍ଜିଂ ରୁମ୍‌ରେ ଅଛି କି ‘Hidden Camera’? ଏଭଳି ଉପାୟରେ କରନ୍ତୁ ଚିହ୍ନଟ, ନହେଲେ ରେକର୍ଡ ହୋଇଯିବ…

ଭୁବନେଶ୍ୱର,୬।୩: ଆଜିର ସମୟରେ ଟେକ୍ନୋଲୋଜି ଯେତିକି ଦ୍ରୁତ ଗତିରେ ଆଗକୁ ବଢ଼ୁଛି, ସେତିକି ପ୍ରାଇଭେସି ବା ଗୋପନୀୟତାକୁ ନେଇ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ଅନେକ ସମୟରେ…

ଧ୍ୱଂସ ହୋଇଯିବ ବିଶ୍ୱ! ଇସ୍ରାଏଲରେ ଏକ ଲାଲ ବାଛୁରୀ ଜନ୍ମ ହେବା ପରେ ଆତଙ୍କ ସୃଷ୍ଟି, ଭବିଷ୍ୟବାଣୀ କରିଥିଲେ…

ଇତିହାସରେ, ବିଶ୍ୱର ଶେଷ ବିଷୟରେ ଅନେକ ଭବିଷ୍ୟବାଣୀ କରାଯାଇଛି, ଯାହା ମଧ୍ୟରୁ ଅଧିକାଂଶ ସମ୍ପୂର୍ଣ୍ଣ ଭିତ୍ତିହୀନ। ଏହାର ଏକ ଉଲ୍ଲେଖନୀୟ ଉଦାହରଣ ୨୦୧୨ରେ ଥିଲା, ଯେତେବେଳେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri