ବିବାହକୁ ନେଇ ରାଗିଲେ ରବୀନା

ନୂଆଦିଲ୍ଲୀ: ଦେଶ ସାରା ଲକ୍‌ଡାଉନ୍‌ ହୋଇଥିବା ବେଳେ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀଙ୍କ ପୁଅ ନିଖିଲ ଗୌଡା ବିବାହ କରିଛନ୍ତି। ଏହି ବିଷୟ ବର୍ତ୍ତମାନ ବଡ଼ ଚର୍ଚ୍ଚାର ବିଷୟ। ଏନେଇ ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଖୁବ୍‌ ରାଗିଯାଇଛନ୍ତି ଏବଂ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହା ଅତ୍ୟନ୍ତ ଦୁଃଖର ବିଷୟ। ସମସ୍ତେ ଏଥିପ୍ରତି ଦାୟିତ୍ୱବାନ ହେବା ଦରକାର। ରବୀନା ନିଜ ଟ୍ବିଟରରେ ଏହି ବିବାହ ଖବର ଶେୟାର କରି ଲେଖିଛନ୍ତି, ଠିକ୍‌ ଅଛି ଏହି ବିବାହରେ ଯେଉଁ ବିଚରା ଲୋକ ଯୋଗ ଦେଇଥିଲେ, ସେମାନେ ହୁଏତ ଜାଣିନାହାନ୍ତି ଦେଶରେ କ’ଣ ଚାଲିଛି। ଗରିବ, ଅସହାୟମାନେ ଖାଇବାକୁ ପାଉ ନ ଥିବାବେଳେ କେତେକ ଲୋକ ଅନ୍ୟ ରାଜ୍ୟ ଏବଂ ଦେଶରେ ଫସି ରହିଛନ୍ତି। ଏହି ଅସହାୟ ଲୋକଙ୍କୁ ବିପଦ ସମୟରେ ସାହାଯ୍ୟ କରାଯାଉଛି। ମୁଁ ଭାବୁଛି ବିବାହ ଭୋଜିରେ କ’ଣ ପରଶା ଯାଇଥିବ। ସେ ଆଉ ମଧ୍ୟ କହିଛନ୍ତି ଯେ, ଆମେମାନେ ନିଜ ଭିଟାମାଟିର ବହୁତ କ୍ଷତି କରୁଛେ। ସେଥିଲାଗି ପ୍ରକୃତି ଏବେ ଆମକୁ ଘରୁ ବାହାରିବାକୁ ଦେଉନାହିଁ। ଏବେ ସମସ୍ତେ ସମାନ। ଧନୀ, ଗରିବ କେହିନାହାନ୍ତି। ଏହିଭଳି ବିପଦ ସମୟରେ କାହାକୁ ଚାକିରିରୁ ନ କାଢ଼ିବାକୁ ସେ ନିବେଦନ କରିଛନ୍ତି। ଦରମା ମଧ୍ୟ ନ କାଟିବାକୁ କହିଛନ୍ତି। ଲୋକେ ବହୁତ କଷ୍ଟରେ ଅଛନ୍ତି। କରୋନା ଭଳି ମହାମାରୀକୁ ଜିତିବାକୁ ହେଲେ ସମସ୍ତଙ୍କୁ ସାମାଜିକ ଦୂରତା ପାଳନ କରିବାକୁ ପଡ଼ିବ। ଘରେ ସତର୍କର ସହ ସୁରକ୍ଷିତ ରହିବାକୁ ପଡ଼ିବ ବୋଲି ରବୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri