Posted inଫୁରସତ

ବିବାହରେ ଅତିଥିମାନଙ୍କ ପାଇଁ ପ୍ରବେଶ ଫି ରଖିଲେ ଯୁବତୀ: ସୋସିଆଲ୍‌ ମିଡ଼ିଆରେ ହେଲେ ଟ୍ରୋଲ୍‌

ନ୍ୟୁୟର୍କ,୨୦।୧: ବିବାହରେ ନବ ବିବାହିତ ଯୋଡ଼ାଙ୍କୁ ଆଶୀର୍ବାଦ ଦେବା ପାଇଁ ଅତିଥିମାନେ ଆସିଥାନ୍ତି। ଏଥି ଲାଗି କୌଣସି ପ୍ରବେଶ ଫି ନ ଥାଏ। ତେବେ ଆମେରିକାର ଜଣେ ୨୬ ବର୍ଷ ବୟସ୍କା ଯୁବତୀ ତାଙ୍କ ବିବାହରେ ଅତିଥିମାନଙ୍କ ପାଇଁ ୫୦ ଡଲାରର ପ୍ରବେଶ ଫି ରଖି ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଏନେଇ ତାଙ୍କ ୧୯ ବର୍ଷ ବୟସ୍କା ଭଉଣୀ ଡ୍ୟାଣ୍ଟି ଶିପ୍‌ ସୋସିଆଲ୍‌ ମିଡ଼ିଆ ରେଡ୍ଡିଟ୍‌ରେ ସୂଚନା ଦେଇଥିଲେ। ରବିବାର ହୋଇଥିବା ତାଙ୍କ ବିବାହ ଉତ୍ସବରେ ଅତିଥିମାନେ ପ୍ରଥମେ ଫି ପୈଠ କରିବା ପରେ ଉତ୍ସବରେ ଯୋଗ ଦେଇପାରିବେ ବୋଲି କୁହାଯାଇଥିଲା। ଏହାଦ୍ୱାରା ବିବାହ ଉତ୍ସବରେ ଖାଇବାପିଇବା ଏବଂ ସାଜସଜ୍ଜାରେ ହୋଇଥିବା ଖର୍ଚ୍ଚ ଭରଣା ହୋଇପାରିବ ବୋଲି ସେ କହିଥିଲେ। ଏହାକୁ କେତେକ ସମର୍ଥନ କରିଥିବାବେଳେ ଅନ୍ୟମାନେ ଏହାକୁ ଟ୍ରୋଲ୍‌ କରିଥିଲେ। ଏହା ଅତିଥିମାନଙ୍କ ପ୍ରତି ଅପମାନ ସଦୃଶ ବୋଲି ଲୋକେ ନିଜର ପ୍ରତିକ୍ରିୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri