Posted inଜାତୀୟ

ବିବାହରେ କନ୍ୟାଙ୍କୁ ଏକ ତୋଳା ସୁନା ଉପହାର ଦେବେ ଆସାମ ସରକାର: ଜାନୁଆରୀ ୧ରୁ ଯୋଜନା ହେବ ଲାଗୁ

ଗୁଆହାଟୀ,୩୦।୧୨: ଆସାମରେ ୧ ଜାନୁୟାରୀଠାରୁ ସରକାର ଏକ ନୂଆ ଯୋଜନା ଲାଗୁ କରିବାକୁ ଯାଉଛନ୍ତି। ଏହି ଯୋଜନା ଅନ୍ତର୍ଗତ ବିବାହରେ ସରକାର ପ୍ରତି କନ୍ୟାଙ୍କୁ ଏକ ତୋଳା ବା ୧୦ ଗ୍ରାମ୍‌ ସୁନା ଉପହାର ଦେବେ। ଏଥିପାଇଁ କନ୍ୟା ୧୦ମ ପର୍ଯ୍ୟନ୍ତ ଶିକ୍ଷାପ୍ରାପ୍ତ କରିଥିବା ଆବଶ୍ୟକ। ଏହି ବିବାହର ପଞ୍ଜିକରଣ ସ୍ପେଶାଲ୍‌ ମ୍ୟାରେଜ୍‌ ଆକ୍ଟ ୧୯୫୪ ଅନ୍ତର୍ଗତ ମଧ୍ୟ ହୋଇଥିବ। ସରକାରଙ୍କ ଅରୁନ୍ଧନ୍ତୀ ସ୍ବର୍ଣ୍ଣ ଯୋଜନା ଅନ୍ତର୍ଗତ ଏହା ପ୍ରଦାନ କରାଯିବ। ଏଥିପାଇଁ କନ୍ୟା ପରିବାରର ଆୟ ବାର୍ଷିକ ୫ ଲକ୍ଷ ଟଙ୍କାରୁ କମ୍‌ ହୋଇଥିବା ଆବଶ୍ୟକ ବୋଲି ସରକାରଙ୍କ ପକ୍ଷରୁ ସର୍ତ୍ତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri