Posted inଖେଳ

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଘରୁ ଲୁଚି ପଳାଇଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି ଯେ କି ଜଣେ ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ। ତାଙ୍କ ବିବାହ କରିବା ପାଇଁ ଘରୁ ଲୁଚିକି ପଳାଇଥିଲେ। ସେ ହେଉଛନ୍ତି ଭାରତର କିମ୍ବଦନ୍ତୀ ସ୍ପିନର୍‌ ଅନିଲ କୁମ୍ବଲେ। ସେ ଜଣେ ବିବାହିତ ମହିଳା ଚେଥନା ରାମଥିରଥାଙ୍କ ପ୍ରେମରେ ପଡି ତାଙ୍କୁ ବିବାହ କରିବା ପାଇଁ ଜିଦ୍‌ ଧରିଥିଲେ। ଚେଥନା ପୂର୍ବରୁ ବିବାହିତ ଏବଂ ତାଙ୍କର ଜଣେ ଝିଅ ମଧ୍ୟ ଅଛି । ଏସବୁ ଜାଣିବା ସତ୍ତ୍ୱେ ଅନିଲ ତାଙ୍କୁ ବିବାହ କରିବାକୁ ପାଗଳ ହୋଇଯାଇଥିଲେ। ତାଙ୍କ ପରିବାର ରାଜି ହୋଇ ନ ଥିଲେ ମଧ୍ୟ ସେ ଲୁଚିକି ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri