ବିଭାଗୀୟ ସ୍ଥାୟୀ କମିଟି-୬ର ଚତୁର୍ଥ ବୈଠକ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଭାଗୀୟ ସ୍ଥାୟୀ କମିଟି-୬ର ଚତୁର୍ଥ ବୈଠକ ଅନୁଷ୍ଠିତ ହୋଇଛି। ବିଧାନସଭା ପ୍ରକୋଷ୍ଠ ନଂ-୫୪ରେ ଆୟୋଜିତ ଏହି ବୈଠକରେ ସମବାୟ ବିଭାଗର କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା କରାଯାଇଛି। ବୈଠକରେ ବିଧାୟକ ବଦ୍ରିନାରାୟଣ ପାତ୍ର, ଅରବିନ୍ଦ ଢାଲି, ସତ୍ୟନାରାୟଣ ପ୍ରଧାନ, ଭାସ୍କର ମଢ଼େଇ, ପ୍ରଦୀପ କୁମାର ଦିଶାରୀ, ନିତ୍ୟାନନ୍ଦ ଗଣ୍ଡ ଅଂଶଗ୍ରହଣ କରିଛନ୍ତି। ବିଧାନସଭା ସଚିବ ଦାଶରଥି ଶତପଥୀଙ୍କ ସମେତ ସମବାୟ ବିଭାଗର ଅତିରିକ୍ତ ଶାସନ ସଚିବ ଭରତ ଚନ୍ଦ୍ର ବେହେରା, ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଦେବେନ୍ଦ୍ର କୁମାର ଜେନା ବୈଠକରେ ଉପସ୍ଥିତ ଥିଲେ। ଅପରପକ୍ଷରେ ସଂଖ୍ୟାଲଘୁ ଭାଷାଭାଷୀ ଗୃହକମିଟି ସବ୍‌କମିଟି-୩ର ପ୍ରଥମ ବୈଠକ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବିଧାନସଭା ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ସବ୍‌କମିଟି ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ, ଓଡ଼ିଶା ପ୍ରଦେଶର ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକମାନଙ୍କ ସମସ୍ୟା ଅନୁଧ୍ୟାନ ତଥା ତାହାର ପ୍ରତିକାର ସମ୍ପର୍କରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri