ବିଭିନ୍ନ ଗ୍ରାମରେ ମାସ୍କ, ପରିବା ବଣ୍ଟନ

ଖଇରା, ୨୮।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ପଞ୍ଚାୟତ ଯୁବ ବିଜେଡି ଆନୁକୂଲ୍ୟରେ ସୋମବାର ଏହି ପଞ୍ଚାୟତର ବିଭିନ୍ନ ଗ୍ରାମରେ ମାସ୍କ ଓ ପରିବା ବଣ୍ଟନ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ଉତ୍ତର ଓଡିଶା ଉପସଭାପତି ଗୌତମ ରାଉତଙ୍କ ନେତୃତ୍ୱରେ କର୍ମକର୍ତ୍ତା ସାରୁଗାଁ ପଞ୍ଚାୟତର ସାରୁଗାଁ, ତିଳଦା, କାକୁଡିଆ, ମିଟୁଆଣି, ନୂଆଗାଁ, ମାହାରାସାହି, ଦହିପୁର ଗ୍ରାମର ଅସହାୟ ପରିବାରକୁ ଭେଟି ଏହି ସାମଗ୍ରୀ ଓ ମାସ୍କ ବଣ୍ଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସରପଞ୍ଚ ସୁଭଦ୍ରା ସେଠୀ, ନରେନ୍ଦ୍ର ନାଥ ଧର, କମଳାକାନ୍ତ ନାୟକ, ଲକ୍ଷ୍ମୀକାନ୍ତ ଦାସ, ବିଶ୍ୱନାଥ ଦାସ, ବିଶ୍ୱନାଥ ଗାହାଣ, ବିକାଶ ଦାସ, ପ୍ରକାଶ ଦାସ, କୈଳାସ ନାୟକ, ଶମ୍ବୁନାଥ ନାୟକ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?