ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ମୋଟର ଚାଳକମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ବିଭିନ୍ନ ସ୍ଲୋଗାନ ଦେଇଥିଲେ। ପରେ ଭାରତୀ ବିଦ୍ୟାପୀଠ ସ୍କୁଲ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଛି। ସେମାନଙ୍କ ଦାବିଗୁଡିକ ହେଲା ଉକ୍ତ ଏନ୍‌ଏସି ଅଞ୍ଚଳ ପରିସରରେ ଏକ ସ୍ଥାୟୀ ଟ୍ୟାକ୍ସିଷ୍ଟାଣ୍ଡ, ଚାଳକଙ୍କ ନିମନ୍ତେ ଆଶ୍ରମ ଗୃହ ଓ ଶୌଚାଳୟ, ଶ୍ରମ ବିଭାଗରେ ସମସ୍ତ ଚାଳକମାନଙ୍କ ପଞ୍ଜୀକରଣ, ଚାଳକ ପରିବାରକୁ ସ୍ବାସ୍ଥ୍ୟ, ଶିକ୍ଷା ଆଦି ଯୋଗାଇ ଦେବା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri