ବିଭିନ୍ନ ଦାବିରେ ଛାତ୍ରୀଛାତ୍ରଙ୍କ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୯।୮(ସ୍ବ.ପ୍ର.): ବିଭିନ୍ନ ଦାବି ନେଇ କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେମାନେ ଦୀର୍ଘ ବର୍ଷ ହେଲା ବିଦ୍ୟୁତ୍‌, ପାଣି, ରାସ୍ତା, ଇଣ୍ଟରନେଟ୍‌ ସେବା, କ୍ୟାଣ୍ଟିନ୍‌, ଖେଳ ପଡ଼ିଆ ଆଦି ସମସ୍ୟା ସମାଧାନ ନେଇ ଦାବି କରିଆସୁଥିଲେ। ଦାବି ପୂରଣ ନ ହେବାରୁ ବୁଧବାର କଲେଜ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଶୁକ୍ରବାର ପାଣି ବାଲ୍‌ଟି ଓ ପ୍ଲାକାର୍ଡ ଧରି ସ୍ଥାନୀୟ କାଳୀ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ସ୍ଲୋଗାନ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶତାଧିକ ଛାତ୍ରୀଛାତ୍ର ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri