ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ସମାଧାନ ନ ହେବାରୁ ଫେରିଗଲେ ବିଇଓ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ଅଦ୍ୟାବଧି ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତିl ଖବରପାଇ ବିଇଓ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସମାଧାନର ସୂତ୍ର ନ ବାହାରିବାରୁ ସେଠାରୁ ସେ ଫେରିଯାଇଛନ୍ତି। ତେବେ ସେଠାକାର ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?