Posted inଜାତୀୟ

ବିଭିନ୍ନ ରାଜ୍ୟରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୨୬ା୫ : ଦେଶର କେତେକ ରାଜ୍ୟରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପ୍ରଥମେ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ଥିଲା। ବିହାର ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିଲେ। ଭୂକମ୍ପର ଝଟକା କିଛି ସମୟ ଧରି ହୋଇଥିଲେ ମଧ୍ୟ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ସେହିପରି ପଶ୍ଚିିମବଙ୍ଗର ବାଙ୍କୁରାଠାରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ସକାଳ ପ୍ରାୟ ୧୦.୩୯ରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri