ବିଭିନ୍ନ ରୋଗ ନାଶ କରେ କଞ୍ଚାଲଙ୍କା

କଞ୍ଚାଲଙ୍କା ଖାଦ୍ୟର ସ୍ବାଦ ବଢ଼ାଇଥାଏ। ଖାଲି ଏତିକି ନୁହେଁ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି।  ଜାଣନ୍ତୁ ଏ ସମ୍ପର୍କରେ…
ଭିଟାମିନ୍‌ରେ ଭରପୂର କଞ୍ଚାଲଙ୍କା ଖାଇଲେ ଶରୀରକୁ ଅନେକ ଲାଭ ମିଳିଥାଏ। ଏଥିରେ ଭିଟାମିନ ‘ଏ’, ଭିଟାମିନ ବି-୬ ଏବଂ ଭିଟାମିନ ‘ସି’ ପ୍ରଚୁର ମାତ୍ରାରେ ରହିଛି। ଯାହା ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ। ପ୍ରତିଦିନ ରାତିରେ ଶୋଇବାବେଳେ ୪/୫ଟି କଞ୍ଚା ଲଙ୍କା କାଟି ଗୋଟିଏ ଗ୍ଲାସ ପାଣିରେ ଭିଜାଇ ସକାଳୁ ଏହି ପାଣିକୁ ଛାଣି ପିଇଲେ ପେଟ ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂର ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ। ଏହା ବିଭିନ୍ନ ରୋଗ ନାଶ କରିଥାଏ। କଞ୍ଚାଲଙ୍କା ଖାଇଲେ ପାଚନ ପ୍ରକ୍ରିୟା ଠିକ୍‌ ଭାବେ ହୋଇଥାଏ। କଞ୍ଚାଲଙ୍କାରେ ପ୍ରଚୁରମାତ୍ରାରେ ଫାଇବର ଥିବାରୁ ସହଜରେ ଖାଦ୍ୟ ହଜମ ହୋଇଥାଏ। କଞ୍ଚାଲଙ୍କାରେ ଆଣ୍ଟି ବ୍ୟାକ୍ଟେରିୟାଲ ଗୁଣ ରହିଛି। କଞ୍ଚାଲଙ୍କା ଖାଇବା ଦ୍ବାରା ଆଖି ଏବଂ ତ୍ୱଚା ଭଲ ରହିିଥାଏ। ପେଟ ସମ୍ବନ୍ଧୀୟ ନାନା ରୋଗ ଭଲ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri