ବିଭିନ୍ନ ସଙ୍ଗଠନ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଖଇରା, ୨୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଖଇରାସ୍ଥିତ ପ୍ରତିଭା ପରିବାର ଓ ଖଇରା ସାହିତ୍ୟ ସଂସଦ ତରଫରୁ ପ୍ରଫେସର ଉମେଶ ନାୟକ, ବୁଦ୍ଧିରାମ ପାଣିଗ୍ରାହୀ, ସଞ୍ଜୟ ଭଟ୍ଟରାୟ, ଚିନ୍ତାମଣି ସାହାଣି, ପ୍ରଶାନ୍ତ ଦାସ, ସୁଜାତା ମିଶ୍ର, ହରେକୃଷ୍ଣ ରାଉତ ପ୍ରମୁଖ ୨୫ହଜାର ଟଙ୍କାର ଡ୍ରାଫ୍ଟ ପ୍ରଦାନ କରିଥିଲେ। ଖଇରା ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରମୁଖ କର୍ମକର୍ତ୍ତା ଅଜୟ କୁମାର ବେହେରା, ପ୍ରହଲ୍ଲାଦ ଧର, ଗୋଲକ ଜେନା, ନିର୍ମଳ ଦାସ ପ୍ରମୁଖ ୮ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ ା ସେହିଭଳି ଖଇରା ଆଖଣ୍ଡଳେଶ୍ୱର ଗୀତାଯଜ୍ଞ କମିଟି ଆବାହକ କୃଷ୍ଣଚନ୍ଦ୍ର ପତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୫ହଜାର ଟଙ୍କା ପ୍ରଦାନ କରାଯାଇଛି ା କମିଟି ସଭ୍ୟ ସନ୍ତୋଷ କୁମାର ଶତପଥି, ମିହିର କୁମାର ନାୟକ, ଯୋଗେଶ ଶତପଥି, ଆନନ୍ଦ ପ୍ରସାଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା

ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା…

ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri