ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା ବାଲିଆ ଅଞ୍ଚଳର ଆଇନଜୀବୀ ଶାନ୍ତନୁ ରାଉତଙ୍କ ବାଡ଼ିରେ ଓ ଇମାମୀ ଜଗନ୍ନାଥ ମନ୍ଦିର ପରିସରରେ ମଧ୍ୟ ଏହି ଫୁଲ ଫୁଟିଛି। ୪ବର୍ଷ ବ୍ୟବଧାନରେ ଏହି ଫୁଲ ଫୁଟିଥିବାରୁ ସ୍ଥାନୀୟ ଲୋକେ ଦେଖିବାକୁ ଆସିବା ସହ ଗହଳି ଜମାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ରଖି ଚାହୁଁଚାହୁଁ ଟ୍ରେନ୍‌ ସାମ୍ନାକୁ ଦୌଡ଼ିଗଲେ କ୍ରୀଡ଼ା ଶିକ୍ଷକ, ଏବେ ଟ୍ରାକ୍‌ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୁଡ଼ପଡ଼ା ଗ୍ୟାସ ଗୋଦାମ ନିକଟ ରେଳ ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସୋମବାର ସକାଳେ ଦେଖାଯାଇଛି। ମୃତ ବ୍ୟକ୍ତି ଜଣକ…

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri