ବିଭୂତି ପ୍ରଧାନ ୧୩୫୨ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୩୦ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୬୮,୦୬୮ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୬୬,୭୧୬ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୬୨୦୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୩୫୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri