Posted inଜାତୀୟ

ବିମାନବନ୍ଦରରୁ ମିଳିଲା ସନ୍ଦିଗ୍ଧ ବ୍ୟାଗ୍‌: ଦିଲ୍ଲୀରେ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୧।୧୧: ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଏକ ସନ୍ଦିଗ୍ଧ ବ୍ୟାଚ୍‌ ଜବତ ହେବା ପରେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ୩ ନମ୍ବର ଟର୍ମିନାଲରେ ବ୍ୟାଗ୍‌ଟି ମିଳିବା ପରେ ବୋମା ଚିହ୍ନଟକାରୀ ଦଳ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। ଫଳରେ ବିମାନ ବନ୍ଦର ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ସନ୍ଦିଗ୍ଧ ବ୍ୟାଗ୍‌ଟି କେଉଁଠୁ ଆସିଲା ତାହା ପୋଲିସ ଏବେ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri