Posted inଖେଳ

ବିମାନବନ୍ଦରରେ ଧୋନୀଙ୍କ ବ୍ୟାଗ ଅଦଳ ବଦଳ

କୋଲକାତା,୧୧।୧୨- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବ୍ୟକ୍ତିଗତ କାରଣ ଯୋଗୁ କୋଲକାତାରେ ପହଞ୍ଚିଛନ୍ତି। ସ୍ଥାନୀୟ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ତାଙ୍କ ଲଗେଜ ଅଦଳ ବଦଳ ହୋଇଯାଇଥିଲା। ଏ ସମ୍ପର୍କରେ ଜାଣି ନ ଥିବା ଧୋନୀ ଅନ୍ୟ ଜଣଙ୍କ ବ୍ୟାଗ ନେଇ ବିମାନ ବନ୍ଦରରୁ ବାହାରକୁ ଚାଲି ଯାଇଥିଲେ। ସମାନ ପ୍ରକାର ଲଗେଜ ହୋଇଥିବାରୁ ଧୋନୀ ଏହା ଜାଣି ପାରି ନ ଥିଲେ। ମାତ୍ର ବିମାନ ବନ୍ଦର କର୍ମଚାରୀଙ୍କ ସୂଚନା ପରେ ଭେଟେରାନ ଉଇକେଟକିପର ଜାଣି ପାରିଥିଲେ, ତାହା ତାଙ୍କ ବ୍ୟାଗ ନୁହେଁ। କିଛି ଘଣ୍ଟା ପରେ ଧୋନୀଙ୍କୁ ତାଙ୍କର ଲଗେଜ ମିଳିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri